State News

ଆଦିବାସୀ ଲୋକ ମହୋତ୍ସବ ପରବ-୨୦୨୪କୁ ବେଦାନ୍ତର ସମର୍ଥନ

ଆଦିବାସୀ ଲୋକ ମହୋତ୍ସବ ପରବ-୨୦୨୪କୁ ବେଦାନ୍ତର ସମର୍ଥନ

କୋରାପୁଟ, 13 । 24 : ଭାରତର ସର୍ବ ବୃହତ ଆଲୁମିନିୟମ୍ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ୍ ବାର୍ଷିକ ଆଦିବାସୀ ଲୋକ ମହୋତ୍ସବ  ପରବ-୨୦୨୪କୁ ସମର୍ଥନ କରିଛି, ଯାହା ସ୍ଥାନୀୟ ସମ୍ପ୍ରଦାୟର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପାଳନ କରିଥାଏ । କୋରାପୁଟ ଜିଲ୍ଲାର...

Read more

ଓଡ଼ିଶାରେ ସାମାଜିକ-ଅର୍ଥନୈତିକ ପରିବର୍ତ୍ତନ ଆଣିବାକୁ ସିଜିମାଳି ବକ୍ସାଇଟ୍ ଖଣି ପ୍ରସ୍ତୁତ

ଓଡ଼ିଶାରେ ସାମାଜିକ-ଅର୍ଥନୈତିକ ପରିବର୍ତ୍ତନ ଆଣିବାକୁ ସିଜିମାଳି ବକ୍ସାଇଟ୍ ଖଣି ପ୍ରସ୍ତୁତ

ଭୁବନେଶ୍ୱର,13/12/2024: ବେଦାନ୍ତ ଆଲୁମିନିୟମ୍ ମାଲିକାନାରେ ଥିବା ସିଜିମାଳି ବକ୍ସାଇଟ୍ ଖଣି ଓଡ଼ିଶାର କଳାହାଣ୍ଡି ଓ ରାୟଗଡ଼ାର ବିକାଶ ପ୍ରକ୍ରିୟାର ଗତିକୁ ତ୍ୱରାନ୍ୱିତ କରିବା ସହିତ ଏଠାରେ ବସବାସ କରୁଥିବା ଆଦିମ ଜନଜାତିଙ୍କ ସାମାଜିକ-ଅର୍ଥନୈତିକ ସ୍ଥିତିରେ ପରିବର୍ତନ ଆଣିବାକୁ ପ୍ରତିଶ୍ରୁତିବଦ୍ଧ । ବେଦାନ୍ତ...

Read more

ବେଦାନ୍ତ ଆଲୁମିନିୟମ ଓଡ଼ିଶାରେ ସପ୍ତାହବ୍ୟାପୀ ଏଚଆଇଭି-ଏଡ୍‌ସ ସଚେତନତା ଅଭିଯାନର ଶୁଭାରମ୍ଭ କରିଛି

ବେଦାନ୍ତ ଆଲୁମିନିୟମ ଓଡ଼ିଶାରେ ସପ୍ତାହବ୍ୟାପୀ ଏଚଆଇଭି-ଏଡ୍‌ସ ସଚେତନତା ଅଭିଯାନର ଶୁଭାରମ୍ଭ କରିଛି

ଭୁବନେଶ୍ୱର, ଓଡ଼ିଶା, ଡିସେମ୍ବର 13/24 : ଭାରତର ବୃହତ ଆଲୁମିନିୟମ ଉତ୍ପାଦକ, ବେଦାନ୍ତ ଆଲୁମିନିୟମ, ବିଶ୍ୱ ଏଡ୍ସ ଦିବସରେ ଏକ ସପ୍ତାହବ୍ୟାପୀ ସଚେତନତା ଅଭିଯାନ ଆରମ୍ଭ କରିଥିଲା। ଏହି ପଦକ୍ଷେପରେ ବେଦାନ୍ତ ସ୍ଥାନୀୟ ଗୋଷ୍ଠୀଭ୍‌କୁ ଏଚଆଇଭି ଉପରେ ସଚେତନ ପାଇଁ ଉପଯୁକ୍ତ...

Read more

ବେଦାନ୍ତ ଆଲୁମିନିୟମ ପକ୍ଷରୁ ‘ଭିଇଦକ୍ଷତା’ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

ବେଦାନ୍ତ ଆଲୁମିନିୟମ ପକ୍ଷରୁ ‘ଭିଇଦକ୍ଷତା’ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

ଭୁବନେଶ୍ୱର, 13 । ୧୨ - ଭାରତର ସର୍ବବୃôହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲା ବିଲେଇମୁଣ୍ଡା ଗ୍ରାମରେ ଏକ ନୂତନ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ‘ଭିଇଦକ୍ଷତା' ପ୍ରତିଷ୍ଠା କରାଯାଇଛି । ଏହି ପ୍ରଶିକ୍ଷଣ କେନ୍ଦ୍ରରେ ଏହି ଅଞ୍ଚଳର...

Read more
Page 34 of 34 1 33 34